ନୂଆ ପଞ୍ଚାୟତ ସମିତି ଗଠନ ଦାବି ଜୋର୍ ଧରିଲା ମଦନପୁର,୧୯ା୯(ଜଗଦୀଶ ପ୍ରସାଦ ରଣା): କଳାହାଣ୍ଡି ଜିଲା ମ. ରାମପୁର ବ୍ଲକ ମଦନପୁର ଧବଳେଶ୍ବର ପୀଠ ନିକଟସ୍ଥ କଲ୍ୟାଣମଣ୍ଡପଠାରେ ମଦନପୁର ପଞ୍ଚାୟତ ସମିତି ସଂଗ୍ରାମ କମିଟିର ସଂଯୋଜକ ସୁଦର୍ଶନ ପାଢ଼ୀଙ୍କ ସଭାପତିତ୍ୱରେ କର୍ଲାମୁଣ୍ଡା ବ୍ଲକର ୨ଟି ଏବଂ ମ. ରାମପୁର ବ୍ଲକର...