ନୂଆଦିଲ୍ଲୀ,୬।୧୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଲୋକସଭାରେ କଂଗ୍ରେସ ଉପରେ ବଡ଼ ଅଭିଯୋଗ ଲଗାଇଛନ୍ତି। ସେ କହିଛନ୍ତି ଯେ ନେହେରୁଙ୍କ ଭୁଲ ଯୋଗୁଁ ପିଓକେ ସୃଷ୍ଟି ହୋଇଛି।…