ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (FSSAI) ପକ୍ଷରୁ ସାରା ଦେଶରେ ଏକ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଡ୍ରାଇଭ୍ ଆରମ୍ଭ କରାଯାଇଛି।...