ଫ୍ଲଡଲାଇଟ୍ ଲିଭିବା ବିବାଦ ମଧ୍ୟରେ OCA ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ଏହି ବ୍ୟକ୍ତି କଟକ, ୧୨।୨: ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)ର ସଭାପତି ପାଇଁ ଶିଳ୍ପପତି ପଙ୍କଜ ଲୋଚନ ମହାନ୍ତି ନାମାଙ୍କନ ଦାଖଲ କରିଛନ୍ତି। ପୂର୍ବତନ ମନ୍ତ୍ରୀ ଏବଂ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ନେତା ପ୍ରଣବ ପ୍ରକାଶ ଦାସଙ୍କ ଇସ୍ତଫା ପରେ ଓସିଏ…