କମ ବ୍ୟାକ କରିବେ ପନ୍ତ-ବୁମରାହ; ଜାଣନ୍ତୁ କେବେ
ନୂଆଦିଲ୍ଲୀ,୨୭।୧୦: ଭାରତୀୟ କ୍ରିକେଟର ଦୁଇଜଣ ପ୍ରମୁଖ ତାରକାଙ୍କୁ ପୁଣିଥରେ ପଡ଼ିଆରେ ଦେଖିବା ପାଇଁ ଚାଲିଥିବା ଅପେକ୍ଷା ଶୀଘ୍ର ଶେଷ ହୋଇପାରେ। ଦ୍ରୁତ ବୋଲର ଜସପ୍ରୀତ ବୁମରାହ ଏବଂ ୱିକେଟକିପର-ବ୍ୟାଟର ଋଷଭ ପନ୍ତ, ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ହେବାକୁ ଥିବା ଟେଷ୍ଟ ସିରିଜ ପୂର୍ବରୁ…

