IND vs NZ: ଘୋଷଣା ହେଲା ପନ୍ତଙ୍କ ରିପ୍ଲେସମେଣ୍ଟ, ଓ୍ବାନ ଡେ’ ଟିମରେ ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ ନୂଆଦିଲ୍ଲୀ,୧୧।୧: ଭଦୋଦରାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ମ୍ୟାଚ ପୂର୍ବରୁ ଧ୍ରୁବ ଜୁରେଲଙ୍କୁ ଟିମ ଇଣ୍ଡିଆରେ ଯୋଡାଯାଇଛି। ଆହତ ରିଷଭ ପନ୍ତଙ୍କ ବଦଳ ଖେଳାଳି ଭାବରେ ଜୁରେଲଙ୍କୁ ଭାରତୀୟ ଦଳରେ ସାମିଲ କରାଯାଇଛି। ଶନିବାର ଥ୍ରୋ-ଡାଉନ ଅଭ୍ୟାସ ସମୟରେ ପନ୍ତ ଆହତ...