ମୋଷ୍ଟ ୱାଣ୍ଟେଡ ଟପ୍ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏପରିକି ତାଙ୍କ ସହ ଅନ୍ୟ ୧୭ଜଣ ଟପ୍ ମାଓବାଦୀ ନେତା…