ATMରୁ ବାହାରୁଛି କାଗଜ ସିଲ୍ ଲଗା ନୋଟ୍, ଟଙ୍କା ଉଠାଇ… ଗଞ୍ଜାମ,୨୫ା୫(ବିଦ୍ୟାଧର ସାହୁ): ହୁମ୍ମା ଷ୍ଟେଟ୍ ବ୍ୟାଙ୍କ ସମ୍ମୁଖରେ ଥିବା ATMରୁ ବାହାରୁଛି କାଗଜ ସିଲ୍ ଲଗା ଯାଇଥିବା ନୋଟ୍। ଗତ ଶୁକ୍ରବାର ବାଲିବଗଡ଼ ଗ୍ରାମର ରଜନୀ କାନ୍ତ ସ୍ବାଇଁ ଏଟିଏମ୍ରୁ ଟଙ୍କା ବାହାର କରିଥିଲେ। ୫୦୦ ଟଙ୍କିଆ ନୋଟ୍ଗୁଡ଼ିକରେ କାଗଜ...