ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା ଜଣାପଡ଼ିଛି। ଉକ୍ତ ଜାହାଜ ଭାରତୀୟ ଜଳସୀମାର ପୋର୍ଟବ୍ଲେୟାରଠାରୁ ୨୫୦ରୁ ୩୦୦ ନଟିକାଲ ମାଇଲ…