ଗଜପତି,୧।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ବହୁ ପ୍ରତୀକ୍ଷିତ ବାଇପାସ୍ ରାସ୍ତା ନିର୍ମାଣ ପ୍ରସଙ୍ଗରେ ସୋମବାର ଓଡିଶା ବିଧାନସଭାରେ ସରକାର ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।…