ପାରାଲିମ୍ପିକ୍ସରେ ପଦକ ବିଜେତାଙ୍କ ପାଇଁ ପୁରସ୍କାର ଘୋଷଣା
ନୂଆଦିଲ୍ଲୀ,୧୦ା୯: ପ୍ୟାରିସ୍ ପାରାଲିମ୍ପିକ୍ସରେ ପଦକ ଜିତିଥିବା ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି କେନ୍ଦ୍ର ସରକାରଙ୍କ କ୍ରୀଡ଼ା ମନ୍ତ୍ରଣାଳୟ। କ୍ରୀଡ଼ାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଙ୍ଗଳବାର ଏହି ଘୋଷଣା କରିଛନ୍ତି। ସ୍ବର୍ଣ୍ଣ ବିଜେତାଙ୍କୁ ୭୫ ଲକ୍ଷ, ରୌପ୍ୟ...


