ଆତ୍ମହତ୍ୟା କରିଛନ୍ତି ୭୩୦ ଯବାନ, ୫୫ ହଜାର ଦେଇଛନ୍ତି ଇସ୍ତଫା…ଗୃହ ବିଭାଗ କଲା ସଂଘାତିକ ଖୁଲାସା ନୂଆଦିଲ୍ଲୀ,୪।୧୨: ଦୀର୍ଘ ସମୟର ଡ୍ୟୁଟି ଏବଂ ନିଦ୍ରା ଅଭାବରୁ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ (CAPF) ରେ ନିୟୋଜିତ ସୈନିକମାନେ କେବଳ ଆତ୍ମହତ୍ୟା କରୁନାହାଁନ୍ତି ବରଂ ସେବା ସମାପ୍ତ ହେବା ପୂର୍ବରୁ ମଧ୍ୟ ସ୍ବେଚ୍ଛାକୃତ ଅବସର ଗ୍ରହଣ କରୁଛନ୍ତି। ଗୃହ...