ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ ବାଲିଗୁଡ଼ା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୁଆଗାଁ…