Tag Archives: Parliament

ସଂସଦ ଭବନ ନିକଟରେ ନିଜକୁ ନିଆଁ ଲଗାଇଲେ ବ୍ୟକ୍ତି, ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୫।୧୨: ସଂସଦ ଭବନ ନିକଟରେ ଜଣେ ବ୍ୟକ୍ତି ନିଜକୁ ନିଆଁ ଲଗାଇ ଦେଇଛନ୍ତି। ନିକଟରେ ଥିବାସୁରକ୍ଷାକର୍ମୀମାନ ତୁରନ୍ତ ବ୍ୟକ୍ତି ଜଣଙ୍କୁ ଡାକ୍ତରଖାନା ପଠାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବ୍ୟକ୍ତି ଜଣକ ନିଆଁରେ...

ଆଜିଠୁ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ,୨୫ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହେଉଛି। ଏହା ପୂର୍ବରୁ ରବିବାର ବସିଥିବା ସର୍ବଦଳୀୟ ବୈଠକରେ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ କେନ୍ଦ୍ର ସରକାର ସବୁ ଦଳର ସହଯୋଗ କାମନା କରିଥିଲେ। ଅନ୍ୟପକ୍ଷରେ ଆଦାନୀ ଗ୍ରୁପ୍‌ ବିରୋଧରେ ଆମେରିକା...

ସଂସଦ ଚାଲିଥିବା ବେଳେ ଶୋଇପଡ଼ିଲେ ଏହି ନେତା, ଗିରିରାଜ ସିଂ ଇସାରା କରି କହିଲେ…

ନୂଆଦିଲ୍ଲୀ,୮ା୮: କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ଗୁରୁବାର ଲୋକ ସଭାରେ ଓ୍ବାକଫ ବୋର୍ଡ ସଂଶୋଧନ ବିଲ୍‌ ଆଗତ କରିଛନ୍ତି ଏବଂ ବିଭିନ୍ନ ଦଳର ଦାବି ଅନୁଯାୟୀ ସଂସଦର ମିଳିତ କମିଟି ନିକଟକୁ ଏହି ବିଲ୍‌ ପଠାଇବାକୁ ପ୍ରସ୍ତାବ ଦେଇଛନ୍ତି। ସେ କହୁଥିବା...

ରାହୁଲଙ୍କ ଏହି ପ୍ରଶ୍ନ ଶୁଣି ଚିହିଙ୍କି ଉଠିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୨ା୭: ସୋମବାର ଆରମ୍ଭ ହୋଇଛି ଲୋକ ସଭାର ଅଧିବେଶନ। ଆରମ୍ଭରୁ ପାର୍ଲାମେଣ୍ଟରେ ପେପର ଲିକ୍‌ ପ୍ରସଙ୍ଗ ପୁଣି ଥରେ ଉଠିଛି। କଂଗ୍ରେସ ଏମ୍‌ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କହିଛନ୍ତି, ପରୀକ୍ଷା ବ୍ୟବସ୍ଥାରେ ଅନେକ...

ଗୃହରେ ବନ୍ଦ କରାଗଲା ରାହୁଲଙ୍କ ମାଇକ୍‌, ଓମ୍‌ ବିର୍ଲା କହିଲେ ମୋ’ ପାଖରେ…

ନୂଆଦିଲ୍ଲୀ,୨୮ା୬: ନିଟ୍‌ ପେପର ଲିକ୍‌ ପ୍ରସଙ୍ଗ ଏବେ ସରକାରଙ୍କ ତଣ୍ଟିରେ କଣ୍ଟା ସାଜିଛି। ଶୁକ୍ରବାର ପାର୍ଲାମେଣ୍ଟ ଅଧିବେଶନ ଚାଲିଥିବା ବେଳେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନିଟ୍‌ ପ୍ରସଙ୍ଗ ଉଠାଇଥିଲେ। ବାଚସ୍ପତି ଓମ୍‌ ବିର୍ଲା  ସମୟ ଦେବାକୁ ମନା...

NEETକୁ ନେଇ ପାର୍ଲାମେଣ୍ଟରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୮ା୬: ପାର୍ଲାମେଣ୍ଟର ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ବିରୋଧୀମାନେ ଆଜି ସଂସଦର ଉଭୟ ଗୃହରେ ନିଟ୍‌କୁ ନେଇ ହଟ୍ଟଗୋଳ କରିଛନ୍ତି। ଗୃହର କାର୍ଯ୍ୟକାଳ ଆରମ୍ଭ ହେବା ପରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କହିଥିଲେ ପ୍ରଥମେ ନିଟ୍‌ ବିଷୟରେ...

କଡ଼ା ନିୟମ: ପାର୍ଲାମେଣ୍ଟରେ ଏମ୍‌ପିମାନେ ବ୍ୟବହାର କରିପାରିବେନି ଏସବୁ ଶବ୍ଦ, ନ ମାନିଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୬ା୬: ଭାରତରେ ଲୋକ ସଭା ନିର୍ବାଚନ ଫଳାଫଳ ପରେ ୧୮ ତମ ଲୋକ ସଭା ଗଠନ କରାଯାଇଛି। ଦ୍ୱିତୀୟ ଦିନରେ ଘଟିଥିବା ଏକ ଘଟଣା ବହୁ ଚର୍ଚ୍ଚିତ। ବାସ୍ତବରେ ହାଇଦ୍ରାବାଦ ଏମ୍‌ପି ଅସ୍‌ଦୁଦ୍ଦିନ ଓଓ୍ବାଇସି ଲୋକ ସଭାରେ ଶପଥ ଗ୍ରହଣ...

ପାର୍ଲାମେଣ୍ଟରେ ନିଆଁ ଲଗାଇଦେଲେ ବିକ୍ଷୋଭକାରୀ

ନାଇରୋବି,୨୬।୬ : କେନିଆରେ ଟିକସକୁ ବିରୋଧ କରି ଆନ୍ଦୋଳନ ଚଳାଇଥିବା ହଜାର ହଜାର ବିକ୍ଷୋଭକାରୀ ପାର୍ଲାମେଣ୍ଟରେ ପ୍ରବେଶ କରିବା ସହ ଏହାର ଗୋଟିଏ ଭାଗରେ ନିଆଁ ଲଗାଇଦେଇଛନ୍ତି। ପାର୍ଲାମେଣ୍ଟରୁ ଏମ୍‌ପିମାନଙ୍କୁ ଉଦ୍ଧାର କରାଯାଇଛି। ରାଜଧାନୀ ନାଇରୋବିରେ ବିକ୍ଷୋଭକାରୀମାନେ ପାର୍ଲାମେଣ୍ଟ ଅଭିମୁଖେ...

ହଟ୍ଟଗୋଳରୁ ଆରମ୍ଭ ହେଲା ପାର୍ଲାମେଣ୍ଟର ପ୍ରଥମ ଅଧିବେଶନ, ରାହୁଲଙ୍କ ଇସ୍ତଫା ମଞ୍ଜୁର

ନୂଆଦିଲ୍ଲୀ,୨୪ା୬: ସୋମବାର ଅଷ୍ଟାଦଶ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ପ୍ରଥମରୁ ହଟ୍ଟଗୋଳ ହୋଇ ଅଧିବେଶନ ଚାଲିଛି। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ସୂଚନା ଦେଇଛନ୍ତି ଯେ, ରାହୁଲ ଗାନ୍ଧୀ କେରଳର ଓ୍ବାୟନାଡ ଲୋକ ସଭା ଆସନରୁ ଇସ୍ତଫା...

ଲୋକ ସଭା ଭଙ୍ଗ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୫ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ସପ୍ତଦଶ ଲୋକ ସଭା ଭଙ୍ଗ କରିଛନ୍ତି। ନୂଆ ସରକାର ଗଠନ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ତଫା ଦେଇଥିଲେ। ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ...

୩୧ ଜାନୁଆରୀରୁ ବଜେଟ ଅଧିବେଶନ, ଫେବୃଆରୀ ୧ରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ…

ନୂଆଦିଲ୍ଲୀ,୧୧।୧ : ୨୦୨୪ ବର୍ଷ ପାଇଁ ସଂସଦର ବଜେଟ ଅଧିବେଶନ ଚଳିତ ମାସ ୩୧ରୁ ଆରମ୍ଭ ହେବ। ବଜେଟ ଅଧିବେଶନ ୧୦ ଦିନର ହେବ । ଏହା ୯ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବଜେଟ...

ଅପ୍ରତ୍ୟାଶିତ ଭାବେ ନିଲମ୍ବନ ହେଲେ ପ୍ରାୟ ୧୦୦ ଏମପି, ଖାର୍ଗେ କହିଲେ-”ସଂସଦ ଉପରେ ମୋଦି ସରକାରଙ୍କ ଆକ୍ରମଣ”

ନୂଆଦିଲ୍ଲୀ, ୧୮।୧୨: ଗତ ସପ୍ତାହରେ ଲୋକସଭାରେ ସୁରକ୍ଷା ତ୍ରୁଟି ଘଟଣାରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ବୟାନ ଦାବି କରି ବିରୋଧୀ ଏମପିଙ୍କ ହଙ୍ଗାମା ପାଇଁ ଉଭୟ ଗୃହରୁ ୭୮ ସଦସ୍ୟ ନିଲମ୍ବିତ ହୋଇଛନ୍ତି। ସେହିପରି ଗତ ସପ୍ତାହରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri