ଓଡ଼ିଶାରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ଭୁବନେଶ୍ୱର,୨୯ା୮: ଭୁବନେଶ୍ୱର ବିମାନବନ୍ଦରରେ ଶୁକ୍ରବାର ପହଞ୍ଚିଛନ୍ତି ଲୋକ ସଭା ବାଚସ୍ପତି ଓମ୍ ବିର୍ଲା। ଆଜି ଓଡ଼ିଶା ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହେବ। ଏହାକୁ ଲୋକ ସଭା ବାଚସ୍ପତି...