NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍! ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ ପୂରଣ କରିବା ପାଇଁ, ତାଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ମହାରାଷ୍ଟ୍ରର ପ୍ରଥମ ମହିଳା…