ଓଲିଉଡ ଅଭିନେତା ପାର୍ଥସାରଥୀ ଗିରଫ, ଏହି କାରଣରୁ ବାନ୍ଧିଲା ପୋଲିସ ଭୁବନେଶ୍ୱର,୧୦।୭: ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟଙ୍କୁ ବଡ଼ଗଡ଼ ଥାନା ପୋଲିସ ଗିରଫ କରିଛି। ଜାମିନବିହୀନ ଗିରଫ ପରୱାନା (NBW) ଆଧାରରେ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ (JMFC) କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପାର୍ଥସାରଥୀ କୋର୍ଟ…