ପର୍ଯ୍ୟଟନ ମାନଚିତ୍ରରେ ସାମିଲ ହେଲା ବରଗଡ଼ ଜିଲାର ଏହି ପର୍ଯ୍ୟଟନ କ୍ଷେତ୍ର ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୨ ଶୈବପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ଦେଇଛନ୍ତି। ସେଗୁଡ଼ିକ ହେଲା, ପଶ୍ଚିମ ଓଡ଼ିଶାର ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡାର ବିଶେଶ୍ୱର ମନ୍ଦିର ଏବଂ ବରଗଡ଼…