ପ୍ରତିବର୍ଷ ଭାରତ ଛାଡୁଛନ୍ତି ୨ ଲକ୍ଷ ଲୋକ, ଖୋଲାଖୋଲି କାରଣ କହିଲେ କେନ୍ଦ୍ର ସରକାର, ଏହି… ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ ସେମାନଙ୍କର ଭାରତୀୟ ନାଗରିକତା ଛାଡୁଛନ୍ତି। ୨୦୨୨ରୁ ଏହି ସଂଖ୍ୟା ବାର୍ଷିକ ୨୦୦୦୦୦ରୁ ଅଧିକ...