ସାଧାରଣ ପାସ୍ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍ପୋର୍ଟ ନିୟମାବଳୀ’ରେ ସଂଶୋଧନ କରାଯାଇ ଏହି ନୂତନ ଶୁଳ୍କ ବ୍ୟବସ୍ଥା ଲାଗୁ କରାଯାଇଛି। କେନ୍ଦ୍ର ବହିର୍ବ୍ୟାପାର ମନ୍ତ୍ରଣାଳୟ…