ପ୍ରାଚୀନ ନୌବାଣିଜ୍ୟ ଇତିହାସକୁ ଉଜ୍ଜୀବିତ କରୁଛି ରାଜନଗର ବାଲିଯାତ୍ରା: ହାଇସ୍କୁଲ ପଡ଼ିଆରେ ରଙ୍ଗାରଙ୍ଗ ଉଦ୍ଘାଟନ, ଡିସେମ୍ବର ୧ ପର୍ଯ୍ୟନ୍ତ
ପାଟଣା, ୨୬।୧୧(ବୀର କିଶୋର ଦାଶ): ଓଡ଼ିଆ ଜାତିର ଗୌରବମୟ ନୌବାଣିଜ୍ୟ ପରମ୍ପରା ଓ ସାଧବ ପୁଅଙ୍କ ସ୍ମୃତିକୁ ଉଜ୍ଜୀବିତ କରିବା ଉଦ୍ଦେଶ୍ୟରେ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗରଠାରେ ବାଲିଯାତ୍ରା ମହୋତ୍ସବ ବୁଧବାର ରାତିରେ ଉଦ୍ଘାଟିତ ହୋଇଯାଇଛି। ସ୍ଥାନୀୟ ହାଇସ୍କୁଲ ପଡ଼ିଆରେ…

