ପାଟଣାରେ ୭୭ତମ ସାଧାରଣତନ୍ତ୍ର ଦିବସ: ତ୍ରିରଙ୍ଗା ଉତ୍ତୋଳନ କରି ବିଧାୟକ କହିଲେ ସ୍ବାଧୀନତା ସଂଗ୍ରାମୀଙ୍କୁ… ପାଟଣା,୨୬ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସୋମବାର ପାଟଣା ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା…