ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….
ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗୁରୁବାର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ୩୬ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି…
ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…
ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଘୋଳକୁଣ୍ଡ ଗ୍ରାମର ସାଧୁ ଚାମ୍ପିଆ।…
ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….
ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି । ମଙ୍ଗଳବାର ପାଟଣା ସାହାର ପଡ଼ା ରାସ୍ତାର ସାଧୁପଡା ଛକରେ ଗାଡ଼ି ମଟର ଅଟକି…
ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….
ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ ଅଙ୍କୁରା ଗ୍ରାମର ବିଜୟ ନାଏକ । କେନ୍ଦୁଝର ଜିଲା ପାଟଣା ବ୍ଲକ ଅଙ୍କୁରା…
ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ
ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ ନାଏକ ବାପା ଧ୍ରୁବ ନାଏକଙ୍କୁ ଶାବଳରେ ଭୁଷି ହତ୍ୟା କରିଥିବା ଜଣା ପଡ଼ିଛି…
ଭୋଟର କାର୍ଡ ସଂଶୋଧନ ପାଇଁ ଯାଇଥିବାବେଳେ ବିଏଲଓଙ୍କୁ ଠେଲାପେଲା କଲେ ଗାଁ ଲୋକେ, ତହସିଲଦାର ପହଞ୍ଚି….
ପାଟଣା,୪।୬(ବୀର କିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଥାନା ବେଗନା ଗାଁରେ ଭୋଟର କାର୍ଡ ଠିକଣା ସଂଶୋଧନକୁ ନେଇ ଗୁରୁବାର ତିବ୍ର ଉତ୍ତେଜନା ଦେଖାଦେଇଛି । ଏସ୍ଆଇଆର୍ କାର୍ଯ୍ୟରେ ଯାଇଥିବା ବିଏଲ୍ଓ ସଦାଶିବ ସେଠୀଙ୍କୁ ଗ୍ରାମବାସୀମାନେ ଅଟକ ରଖିବା ସହ…
ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…
ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ ୨ ସାଙ୍ଗ ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।…
୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…
ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ କରିଛି । ଚଣ୍ଡିଖୋଲ ନିକଟ ଚଢେଇଧରା ଅଞ୍ଚଳରୁ ହାଇୱା ଗୁଡ଼ିକ ଚିପ୍ସ ଓଭରଲୋଡ…
ବୈତରଣୀ ନଦୀ କୂଳରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ସୋମବାରଠୁ ଥିଲେ ନିଖୋଜ
ପାଟଣା,୫ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କେନ୍ଦୁଯୋଡା ଗ୍ରାମ ନିକଟସ୍ଥ ବୈତରଣୀ ନଦୀ କୂଳରୁ ମଙ୍ଗଳବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ କେନ୍ଦୁଯୋଡା ଗ୍ରାମର ପ୍ରମିଳା ମହାନ୍ତ । ସୂଚନା ଅନୁସାରେ…
କଳା ପଲସର ଆତଙ୍କ, ଆଲମିରା ଭାଙ୍ଗି ଲୁଟିନେଲେ ସୁନା ଗହଣା
ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଗୁରୁବାର କଳା ପଲସର ଆତଙ୍କ ଦେଖିବାକୁ ମିଳିଛି । ଦିନ ଦ୍ବିପହରେ ଘରେ ପଶି ବନ୍ଧୁକ ଦେଖାଇ ଲୁଟେରାମାନେ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଲୁଟି…
ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….
ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ରବିବାର ରାତିରେ ଘଟିଛି ଏହି ଛାତିଥରା…
ବୈଶାଖ ନପଶୁଣୁ ଉତ୍କଟ ଜଳ ସମସ୍ୟା, ବ୍ଲକ ଅଫିସ୍ ସମ୍ମୁଖରେ ଗରା ବାଲିଟି ଧରି ମହିଳାଙ୍କ ପ୍ରତିବାଦ
ପାଟଣା,୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ତଣ୍ଡ ବାଙ୍କ ଘାଟ ସାହିରେ ପାଣି ସମସ୍ୟା ଦେଖାଦେଇଛି । ସେଠାରେ ଏକ ମାତ୍ର ନଳକୂପ ୨୩ଦିନ ହେବ ଅଚଳ ହୋଇ ପଡ଼ିବାରୁ ସାହିର ୨୫ରୁ ଉର୍ଦ୍ଧ୍ବ ମହିଳା…
Archives


