ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ… ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତୀତ, ସର୍ବୋଚ୍ଚ ନ୍ୟାୟାଳୟ ମତ ଦେଇଛନ୍ତି ଯେ…