ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ ଭୁବନେଶ୍ୱର,୧୯।୧୨: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ ପାଳନ କରିବାକୁ ଲକ୍ଷ୍ୟ ରଖିଛି ବିଏମସି । ଏନେଇ ବିଏମସି ସୋସିଆଲ ମିଡିଆରେ ସୂଚନା…