ଭଞ୍ଜନଗର ମେଡିକାଲରେ ରୋଗୀ-ଗାର୍ଡ ଧସ୍ତାଧସ୍ତି, ପ୍ରତିବାଦରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଭଞ୍ଜନଗର,୧୧ା୮(ବାବୁଲା ପ୍ରଧାନ): ଦୁଇ ଦିନ ପୂର୍ବେ ଗଞ୍ଜାମ ଜିଲା ଭଞ୍ଜନଗର ମେଡିକାଲକୁ ଦୁଇଟି କ୍ଷେତ୍ରରେ ଉଲ୍ଲେଖନୀୟ ସାସ୍ଥ୍ୟସେବା ପାଇଁ ରାଜ୍ୟସ୍ତରରେ ଦୁଇଟି ପୁରସ୍କାର ମିଳିଥିଲା। ଯାହାକୁ ନେଇ ଅଞ୍ଚଳବାସୀ ଖୁସି ବ୍ୟକ୍ତ କରିଥିଲେ। କିନ୍ତୁ ରବିବାର ମେଡିକାଲର ସୁନାମରେ କିଛିଟା...