ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ): ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ ଆସୁଥିବା ବେଳେ ଅନେକ ସମୟରେ ନୀତିରେ ବିଳମ୍ବ ଦେଖିବାକୁ ମିଳୁଛି। ଯାହାକୁ ନେଇ...