Tag Archives: patna

ରାଜନୀତିରେ ହଇଚଇ: ଚିରାଗ ପାସୱାନ କଲେ ବଡ଼ ଘୋଷଣା! ମୋଦିଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୦।୧୦: ବିହାର ନିର୍ବାଚନ ପାଇଁ NDA ଭିତରେ ଆସନ ବଣ୍ଟନ ପ୍ରସଙ୍ଗ ସମାଧାନ ହୋଇଥିବା ପରି ମନେ ହେଉଛି। ଗତ କିଛି ଦିନ ଧରି ଆସନ ବଣ୍ଟନକୁ ନେଇ NDA ଭିତରେ ଥିବା ଅଶାନ୍ତି କମିବା ପରି ମନେ ହେଉଛି।...

ପାଟଣାରେ ରାବଣ ଦହନ: ଅସତ୍ୟ ଉପରେ ସତ୍ୟର ବିଜୟ, ଖବରଦାତା-ସାମାଜିକ କର୍ମୀଙ୍କୁ ସମ୍ମାନ

ପାଟଣା,୨।୧: କେନ୍ଦୁଝର ଜିଲାର ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ଗୁରୁବାର ରାତିରେ ରାବଣ ପୋଡ଼ି ମହୋତ୍ସବ ଆନନ୍ଦ ଉଲ୍ଲାସର ସହିତ ଆୟୋଜିତ ହୋଇଛି। ରାବଣ ପୋଡ଼ି କମିଟିର ଅଧ୍ୟକ୍ଷ ବିଜୟ ରତ୍ନ ପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି...

ପାଟଣା ନିର୍ବାଚନ ମଣ୍ଡଳୀର ଯୁବ କଂଗ୍ରେସ ସଭାପତି ହେଲେ ପରମେଶ୍ୱର ନାଏକ

ପାଟଣା:୩/୯(ବୀର କିଶୋର ଦାଶ ) ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ହାତ ମୁଠାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶାର ବିଭିନ୍ନ ନିର୍ବାଚନ ମଣ୍ଡଳୀ ଯୁବ କଂଗ୍ରେସ ସଭାପତି ନିଯୁକ୍ତି ହୋଇଛନ୍ତି। ଏହି କ୍ରମରେ ବୁଧବାର ଅଖିଳ...

ରାଜ୍ୟରେ ଚାଲିଛି ଗୁଣ୍ଡାରାଜ୍‌: ହସ୍ପିଟାଲରେ ପଶି ରୋଗୀଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଦେଖନ୍ତୁ LIVE VIDEO

ପାଟନା,୧୭।୭: ପାଟନାର ପାରସ ହସ୍ପିଟାଲରେ ଚନ୍ଦନ ନାମକ ଜଣେ ଅପରାଧୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଗୁଳିବିନିମୟର ଏକ ଲାଇଭ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ଅପରାଧୀଙ୍କ ଫଟୋ କଏଦ ହୋଇଛି। ସିସିଟିଭି ଫୁଟେଜରେ ଦେଖାଯାଉଛି ଯେ, ପାଞ୍ଚ...

ସଡ଼କ ଦୁର୍ଘଟଣାରେ ଆଖି ବୁଜିଥିଲେ ୨ ଓଡ଼ିଆ ଶ୍ରମିକ, ଏମ୍‌ପି ଅନନ୍ତ ନାୟକଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଖଜିରାପାଟ ପଞ୍ଚାୟତ ସୁରେନ୍ଦ୍ରପୁର ଗ୍ରାମର ୨ ଜଣ ଶ୍ରମିକ ବେଙ୍ଗାଲୁରୁର ଏକ କମ୍ପାନୀରେ କାମ କରୁଥିଲେ। ଗତ ମେ’ ୧୧ ତାରିଖରେ ସେଠାରେ ଏକ ସଡ଼କ ଦୁର୍ଘଟଣାରେ ଉଭୟଙ୍କର ମୃତ୍ୟୁ...

ଦାରୁଦିଅଁଙ୍କୁ ଅସମ୍ମାନ: ବୈତରଣୀ ନଦୀକୂଳରେ ପକାଇ ପଳାଇଲେ

ପାଟଣା,୧୪ା୫(ବୀରକିଶୋର ଦାଶ): ପୁଣି ଦାରୁଦିଅଁଙ୍କୁ ଅସମ୍ମାନ କରାଯାଇଛି। ଜଗତର ନାଥ ଜଗନ୍ନାଥଙ୍କୁ ଅଲୋଡ଼ାଭାବେ ନଦୀକୂଳରେ ପକାଇ ଦିଆଯାଇଛି। ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ପଞ୍ଚାୟତ ତ୍ରିବିନ୍ଧା ବୈତରଣୀ ନଦୀକୂଳରେ ଦେଖିବାକୁ ମିଳିଛି। ବୁଧବାର ସକାଳେ...

ମାଟ୍ରିକ୍‌ ପରୀକ୍ଷାରେ ଚମକିଲେ ଝିଅ: ପାଟଣା ବ୍ଲକରେ ଏ-୧ ଗ୍ରେଡ୍‌ ରଖିଲେ ଅନନ୍ୟା-ସାଇସ୍ମିତା

ପାଟଣା,୨।୫(ବୀର କିଶୋର ଦାଶ): ବୋର୍ଡ ଅଫ ସେକେଣ୍ଡାରୀ କଟକ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକର୨ ଜଣ ଛାତ୍ରୀ ଏ -୧ରେ ପାସ ହୋଇଛନ୍ତି। ତୁରୁମୁଙ୍ଗା ଶିଶୁ ମନ୍ଦିର ଛାତ୍ରୀ...

ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ସକ୍ରିୟ ସଦସ୍ୟ ସମ୍ମିଳନୀ, ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୧୯ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଭାଜପା ସକ୍ରିୟ ସଦସ୍ୟଙ୍କ ସମ୍ମିଳନୀ ଶନିବାର ଅପରାହ୍ନ ୨ଟାରେ ତୁରୁମୁଙ୍ଗା କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀର ୧ ହଜାରରୁ ଊଦ୍ଧର୍‌ବ ସକ୍ରିୟ ଆଗଧାଡ଼ିର କର୍ମୀଙ୍କୁ ସଂଗଠନ...

ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ଲାଗି ସରକାରୀ ଜମିରୁ ଉଚ୍ଛେଦ ପାଇଁ ନୋଟିସ୍‌ ପରେ ତାତିଲେ ଲୋକେ, ଶୋଭାଯାତ୍ରା ସହ ଘେରିଲେ ତହସିଲ

ପାଟଣା,୧୭।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପ୍ରଭାବିତ ଚେମେଣା, ଯମୁନାପଶି,ମୁରୁସୁଆଁ, ରାଜନଗର ପଞ୍ଚାୟତ ଆଦି ୧୮ ଟି ମୌଜାକୁ ଇଡ୍‌କୋ ପକ୍ଷରୁ ସରକାରୀ ଜମି ଅଧିଗ୍ରହଣ ପାଇଁ ନୋଟିସ ହେଇଛି। ଏଥିରେ...

ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ

ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ ସାଙ୍ଗକୁ କୁଆ ପଥର ବର୍ଷା ପବନ ଲାଗି ରହିଛି। ପବନ ଯୋଗୁ ବିଭିନ୍ନ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି ଭୟଙ୍କର ଦୁର୍ଘଟଣାରେ ପାଟନା ସିଟି ଏସ୍‌ପି ଚନ୍ଦ୍ର ପ୍ରକାଶ ୬ ଜଣଙ୍କ ମୃତ୍ୟୁକୁ...

ଏହି ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ପଓ୍ବନ ସିଂ

ପାଟନା,୧୦ା୪: ଭୋଜପୁରୀ ସୁପରଷ୍ଟାର ପଓ୍ବନ ସିଂଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବାସ୍ତବରେ ପାଓ୍ବାର ଷ୍ଟାର ନାମରେ ଜଣାଶୁଣା ପଓ୍ବନ ସିଂହ କରାକାଟ୍‌ରୁ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛନ୍ତି। ତେବେ ପଓ୍ବନ କୌଣସି ଦଳରୁ ନିର୍ବାଚନ ଲଢ଼ିବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri