ନାରୀଙ୍କୁ ସୁରକ୍ଷା, ନାରୀଙ୍କୁ ସମ୍ମାନ ଦାବିରେ ଏକାଠି ହେଲେ ଶତାଧିକ ମହିଳା, ବିରୋଧୀଙ୍କ କୁଶପୁତ୍ତଳିକା ଦାହ କରି…
ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ଶୁକ୍ରବାର ଜନଆକ୍ରୋଶ ମହିଳା ସମାବେଶ ରାଲି ପାଟଣା ମୁଖ୍ୟାଳୟ ଆନନ୍ଦେଶର ଶିବ ମନ୍ଦିରରୁ ବାହାରି ବଜାରପରିକ୍ରମା କରି ବ୍ଲକ ପର୍ଯ୍ୟନ୍ତ ଯାଇଥିଲା। ନାରୀ ସୁରକ୍ଷା ନାରୀ ସମ୍ମାନ ଆମର ଦାବି,…
ଚାଲିଗଲେ ପାଟଣା ଅଞ୍ଚଳର ଦକ୍ଷ ସଂଗଠକ ଗଦାଧର ମହାନ୍ତ, ସ୍ମୃତିକୁ ମନେ ପକାଇ…
ପାଟଣା,୨୪ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ଗ୍ରାମର ଜଣାଶୁଣା ଧର୍ମପରାୟଣ, ସାମାଜିକ କର୍ମୀ, ସୁଲେଖକ, ସଂଗଠକ ଗଦାଧର ମହାନ୍ତଙ୍କ ଶୁକ୍ରବାର ରାତିରେ ୮୭ବର୍ଷ ବୟସରେ ବିୟୋଗ ଘଟିଛି। ସେ ଜଣେ ପରୋପକାରୀ, ଅମାୟିକ, ବନ୍ଧୁ ବତ୍ସଳ ବ୍ୟକ୍ତି…


