ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…
ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ ସନ୍ଦେହଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଉଛନ୍ତି ରାମଚନ୍ଦ୍ରପୁର ଥାନା…

