ଶିକ୍ଷା ବିଭାଗରେ ହଇଚଇ! ୧୨ ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ, ଭିଡିଓ ଭାଇରାଲ୍ ପରେ… ପାଟନା,୩।୯: ବିହାରର ବକ୍ସର ଜିଲାରୁ ସାମ୍ନାକୁ ଆସିଛି ଏକ ସାଂଘାତିକ ଘଟଣା। ଡୁମରାଓ ପ୍ରଖଣ୍ଡର ଦୁଇଜଣ ଶିକ୍ଷକ ପ୍ରାୟ ୧୨ ଜଣ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ସହ ସେମାନଙ୍କ ଭିଡିଓ ଭାଇରାଲ୍ କରିବା ନେଇ ଅଭିଯୋଗ ହୋଇଛି। ଘଟଣାର ଭିଡିଓ ସୋସିଆଲ୍…