Video: ସାମ୍ନାକୁ ଆସିଲା ଲୋମଟାଙ୍କୁରା ଫୁଟେଜ୍, ସ୍କୁଟି ଚାଳକଙ୍କୁ ଘୋଷାଡ଼ି ନେଲା ‘ମୋ ବସ୍’ ଭୁବନେଶ୍ୱର,୧୬।୨: ରାଜଧାନୀ ଭୁବନେଶ୍ୱର ପାତ୍ରପଡ଼ାରେ ଏକ ମୋ ବସ୍ ସ୍କୁଟି ଉପରେ ମାଡିଯିବା ଦୁର୍ଘଟଣାର ଏକ ଭିଡିଓ ଫୁଟେଜ୍ ସାମ୍ନାକୁ ଆସିଛି। ଯାହା ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ଭିଡିଓ ଫୁଟେଜ୍ ମୋ ବସ୍ ଦ୍ରୁତ ଗତିରେ…