ପାକ୍ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା… ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ନୂତନ ରାଜନୈତିକ ବିତର୍କ ସୃଷ୍ଟି କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର...