ଭାଜପା ଇଚ୍ଛାଧାରୀ ନାଗ, ମୋଦିଙ୍କୁ ନେଇ କ’ଣ କହିଲେ ପବନ ଖେରା ଜାଣନ୍ତୁ ନୂଆଦିଲ୍ଲୀ,୨୭।୨: ଶୁକ୍ରବାର (୨୭ ଫେବୃଆରୀ) ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ଅବକାରୀ ନୀତି ସହିତ ଜଡିତ ଏକ CBI ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ…