ତିରୁମାଲା ମନ୍ଦିରରେ ସବୁ କେଶ ଦାନ କଲେ ଉପ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ, ଜାଣନ୍ତୁ କ’ଣ ରହିଛି କାରଣ ଅମରାବତି,,୧୪।୪: ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଙ୍କ ପତ୍ନୀ ଆନ୍ନା କୋନିଡେଲା ରବିବାର ତିରୁମାଲା ମନ୍ଦିରରେ ତାଙ୍କର ସମସ୍ତ କେଶ ଅର୍ପଣ କରିଛନ୍ତି। ମନ୍ଦିରରେ ତାଙ୍କ କେଶ ଲଣ୍ଡା ହେଉଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉପମୁଖ୍ୟମନ୍ତ୍ରୀଙ୍କ ପତ୍ନୀ...