ରୌପ୍ୟ ଜିତି ଓଡ଼ିଶା ଫେରିଲେ ପାୟଲ ନାଗ, ୧୦ ଲକ୍ଷ ଟଙ୍କା ପୁରସ୍କାର ଦେଲା ରାଜ୍ୟ କ୍ରୀଡ଼ା ବିଭାଗ
ଭୁବନେଶ୍ୱର,୧୧।୧୧: ଜାପାନର ନାଗୋୟାଠାରେ ଅନୁଷ୍ଠିତ ଏସିଆନ୍ ପାରା ଗେମ୍ସ-୨୦୨୬ର ମହିଳା ଆର୍ଚେରୀ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଥିଲେ ଓଡ଼ିଶାର ପାୟଲ ନାଗ । ସେ ବୁଧବାର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି। ରାଜ୍ୟ କ୍ରୀଡ଼ା ବିଭାଗର ଅତିରିକ୍ତ ସଚିବ ବିଜୟ କୁମାର…

