ପିସି କାରବାର: ପୁଣି ଗର୍ଜିଲେ ବରଗଡ଼ ଏମ୍ପି, ଅଧିକାରୀଙ୍କୁ ତାଗିଦ୍ କରି କହିଲେ…
ବରଗଡ଼,୧୩ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ପି.ସି କାରବାରକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ଖୋଦ ବରଗଡ଼ ଲୋକ ସଭା ଏମ୍ପି(MP) ପ୍ରଦୀପ ପୁରୋହିତ ବାରମ୍ବାର ଏହି ପ୍ରସଙ୍ଗକୁ ଉଠାଇ ବିଭାଗୀୟ ଅଧିକାରୀଙ୍କୁ ତାଗିଦ କରି ଚାଲିଛନ୍ତି। ବିଗତ…

