ଇରାନ ଶାନ୍ତି ପ୍ରସ୍ତାବକୁ ଟ୍ରମ୍ପ୍ଙ୍କ ପ୍ରତ୍ୟାଖ୍ୟାନ ଓ୍ବାଶିଂଟନ,୧୨ା୫(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ବନ୍ଦ ଲାଗି ଆମେରିକା ପ୍ରସ୍ତାବ ଉପରେ ଇରାନ ଦେଇଥିବା ଜବାବକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଆଦୌ ଗ୍ରହଣୀୟ ନୁହେଁ କହି ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ତେବେ ଟ୍ରମ୍ପ୍ ଏହା ଉପରେ ଅଧିକ କିଛି କହି ନ ଥିବାବେଳେ ସାମରିକ…