ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍ ଥିଲେ ବି କିଣିବେ ସରକାର ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ ବର୍ଷାରେ ଧାନର ବିଲରେ ଗଜା ହୋଇଗଲାଣି। ଅନେକ ସ୍ଥାନରେ ମଣ୍ଡି ମାନଙ୍କରେ ମଧ୍ୟ ସମାନ…