‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି ଯେ ସେମାନେ ମଧ୍ୟପ୍ରାଚ୍ୟରେ ଯୁଦ୍ଧରେ ସାମିଲ ହେବେ ନାହିଁ। ସ୍ପେନର ପ୍ରଧାନମନ୍ତ୍ରୀ ଆମେରିକା…