ଚଳଚଞ୍ଚଳ ଜି.ଉଦୟଗିରି: ପୂଜାମଣ୍ଡପରେ ନିର୍ମାଣ ଚାଲିଛି ମେଢ଼, ମା’ଙ୍କ ଆଗମନକୁ ଅପେକ୍ଷା ଜି.ଉଦୟଗିରି,୨୫ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ସହରର ସର୍ବ ପୁରାତନ ପୂଜା ମଣ୍ଡପରେ ଦଶହରା ପାଇଁ ଜୋର୍ଦାର୍ ପ୍ରସ୍ତୁତି ଚାଲିଛ। ୭୦ ବର୍ଷରୁ ଊଦ୍ଧର୍ବ ହେବ ଏହି ପୂଜା ମଣ୍ଡପରେ ଦୁର୍ଗାପୂଜା ହୋଇଆସୁଛି । ଏଇ ଦୁର୍ଗା ମଣ୍ଡପରେ ଅଞ୍ଚଳର...