ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି… ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍ ଷ୍ଟାର୍ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି ସରଗରମ ରହିଛି। ଏହି ବିବାଦ ମଧ୍ୟରେ, ଗୋଟିଏ ନାମ ବାରମ୍ୱାର ସାମ୍ନାକୁ ଆସିଛି:…