ବଡ଼ ଘୋଷଣା, ଏଣିକି ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ, ଜାଣନ୍ତୁ କେତେ… ଭୁବନେଶ୍ୱର,୧୮।୯: ସୁଭଦ୍ରା ହତିଧିକାରୀଙ୍କ ପାଇଁ ବଡ଼ ଘୋଷଣା। ଏଣିକି ୬୦ବର୍ଷ ପରେ ମିଳିବ ପେନସନ। ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ...