ଭୁବନେଶ୍ୱର,୨୧ା୩: ବିଭିନ୍ନ ସାମାଜିକ କଲ୍ୟାଣ ଯୋଜନା ଅଧୀନରେ ଓଡ଼ିଶାରେ ୬ ଲକ୍ଷରୁ ଅଧିକ ଲୋକ ଭତ୍ତା ଲାଭ ପାଇବାକୁ ଅପେକ୍ଷା କରିଛନ୍ତି। ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ…