ବିଧାନସଭାରେ ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ସାମ୍ବାଦିକଙ୍କ ପାଇଁ ପେନସନ୍… ଭୁବନେଶ୍ୱର,୪ା୧୨: ରାଜ୍ୟର ସାମ୍ବାଦିକମାନଙ୍କ ପାଇଁ ପେନସନ୍ ବ୍ୟବସ୍ଥା ଲାଗୁ କରିବା ପ୍ରସ୍ତାବ ଓଡ଼ିଶା ସରକାରଙ୍କ ବିଚାରାଧୀନ ରହିଛି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି। ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ...