ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନାଁରେ ମିଛ ପ୍ରଚାର କରି ପିଇଓ ସସ୍ପେଣ୍ଡ ମୁନିଗୁଡା,୮/୨(ରାଧେଶ୍ୟାମ ଅଗ୍ରୱାଲ): (ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା)ବିଏସକେୱାଇ ଯୋଜନା ନାଁରେ ମିଛ ପ୍ରଚାର କରି ସସପେଣ୍ଡ ହେଲେ ପାତ୍ରଗୁଡା ପିଇଓ ପ୍ରଭାକର ନାଲା। ତେବେ ଜିଆରଏସ ଗଣେଶ ପୂଜାରି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ...