ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୧୫ ମୃତ ଲିମା,୨୪।୨: ଦକ୍ଷିଣ ଆମେରିକୀୟ ଦେଶ ପେରୁରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ଆସିଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯାଉଥିବା ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଏଥିରେ ଥିବା ସମସ୍ତ ୧୫…