ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…
ଇସଲାମାବାଦ୍,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି କରାଯାଇଛି, ଯାହାର ସିଧାସଳଖ ବୋଝ ଏବେ ସେଠାକାର ଜନସାଧାରଣଙ୍କ ଉପରେ ପଡ଼ିବାକୁ…


