୩ ରାଜ୍ୟରେ ବଢିଲା ପେଟ୍ରୋଲ ଦର, ଜାରି ହେଲା ନୂଆ ରେଟ୍… ନୂଆଦିଲ୍ଲୀ, ୧୯।୮: ଦେଶବ୍ୟାପୀ ପେଟ୍ରୋଲ-ଡିଜେଲ ଦର କମିବାର କୌଣସି ଆଶା ଦେଖାଯାଉନାହିଁ। ଆନ୍ତର୍ଜାତୀୟ ବଜାରରେ କ୍ରୁଡ୍ ଅଏଲ୍ (କଚ୍ଚା ତେଲ) ଦର ପୁଣି ଥରେ ବୃଦ୍ଧି ପାଇଛି ଏବଂ ବ୍ରେଣ୍ଟ କ୍ରୁଡ୍ ବ୍ୟାରେଲ ପିଛା ୯୧ ଡଲାର ଟପିଯାଇଛି। ଏଭଳି ସ୍ଥିତିରେ…