ଆସିଲା ବଡ ଖବର; ସୋମବାରଠୁ ପେଟ୍ରୋଲ ପମ୍ପରେ ଆଉ ମିଳିବନି ତେଲ! ଇସଲାମାବାଦ୍,୬ା୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ଆରବ ଦେଶଗୁଡ଼ିକୁ ଆଉ ଏକ ବଡ଼ ଝଟକା ଲାଗିଛି। ପେଟ୍ରୋଲ-ଡିଜେଲକୁ ନେଇ ସବୁଠି ଦେଖା ଦେଇଛି ବଡ ସଙ୍କଟ। ଏହାରି ମଧ୍ୟରେ ସାମ୍ନାକୁ ଆସିଛି ଏକ ବଡ ଖବର। ଇରାନ ଉପରେ ଆକ୍ରମଣ…